Leviticus 8:32 — Compare Translations

5 translations compared side by side

Odia - 1840
"ଯାହା ମାଂସ ଓ ରୋଟୀ ଅବଶିଷ୍ଟ ରହିବ ତାକୁ ଅଗ୍ନି ରେ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମାଂସ ଓ ରୋଟୀରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା ମାଂସ ଓ ରୋଟୀ ଅବଶିଷ୍ଟ ରହିବ ତାକୁ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।