Leviticus 8:33 — Compare Translations

5 translations compared side by side

Odia - 1840
"ଆଉ ପଦ ଅଭିଷକେ ଉତ୍ସବ ସାଦଦିନ ଧରି ଚାଲିବ। ତୁମ୍ଭମାନେେ ଏହି ସାତଦିନ ୟାଏ ସମାଗମ ତମ୍ବୁ ଦ୍ବାରରୁ ବାହାରକୁ ୟିବ ନାହିଁ। କାରଣ ପୌରହିତ୍ଯ ନିଶ୍ଚଯ ସାତଦିନ ୟାଏଁ ଚାଲିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ସାତ ଦିନଯାଏ, ଅର୍ଥାତ୍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ଵୁଦ୍ଵାରରୁ ବାହାରକୁ ଯିବ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ସାତ ଦିନଯାଏ ପଦରେ ନିଯୁକ୍ତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ପଦ ଅଭିଷେକ ଉତ୍ସବ ସାତ ଦିନ ଧରି ଗ୍ଭଲିବ। ତୁମ୍ଭେମାନେ ଏହି ସାତ ଦିନ ଯାଏ ସମାଗମ-ତମ୍ବୁ ଦ୍ୱାରରୁ ବାହାରକୁ ଯିବ ନାହିଁ। କାରଣ ପୌରହିତ୍ୟ ନିଶ୍ଚୟ ସାତ ଦିନ ଯାଏ ଗ୍ଭଲିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।