Leviticus 8:34 — Compare Translations

5 translations compared side by side

Odia - 1840
"ଆଜି ଯାହାସବୁ କରାଗଲା, ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାଯଶ୍ଚିତ କରିବାକୁ ସେସବୁ ଆଜ୍ଞା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ଯାହାସବୁ କରାଗଲା, ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କରିବାକୁ ସେସବୁ ଆଜ୍ଞା ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।