Leviticus 8:35 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସାତଦିନ ଧରି ଦିବାରାତ୍ର ସମାଗମ ତମ୍ବୁ ଦ୍ବାର ରେ ରହିବ। ତାହା ହେଲେ ତୁମ୍ଭମାନେେ ସଦାପ୍ରଭୁଙ୍କ ଦ୍ବାରା ରକ୍ଷା ପାଇବ। ଏହା ପାଳନ ନକଲେ ତୁମ୍ଭମାନେେ ମୃତ୍ଯୁବରଣ କରିବ କାରଣ ସଦାପ୍ରଭୁ ମାେତେ ଏହି ଆଜ୍ଞା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନଯାଏ ସମାଗମ-ତମ୍ଵୁଦ୍ଵାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ । କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସାତ ଦିନ ଧରି ଦିବାରାତ୍ରି ସମାଗମ-ତମ୍ବୁ ଦ୍ୱାରରେ ରହିବ। ତାହାହେଲେ ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ରକ୍ଷା ପାଇବ। ଏହା ପାଳନ ନ କଲେ ତୁମ୍ଭେମାନେ ମୃତ୍ୟୁବରଣ କରିବ କାରଣ ସଦାପ୍ରଭୁ ମୋତେ ଏହି ଆଜ୍ଞା ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”