Leviticus 8:36 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ମାଶାଙ୍କେୁ ଯେଉଁ ଆଜ୍ଞା ଦଇେଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ସବୁ କଥା ପାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହିସବୁ କଥା ପାଳନ କଲେ।