Leviticus 8:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ସବୁ କଲେ, ସମାଗମ ତମ୍ବୁ ନିକଟରେ ସମଗ୍ର ମଣ୍ଡଳୀ ଏକତ୍ରୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ଵୁଦ୍ଵାର ନିକଟରେ ସମଗ୍ର ମଣ୍ତଳୀ ଏକତ୍ର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ସବୁ କଲେ, ସମାଗମ-ତମ୍ବୁ ନିକଟରେ ସମଗ୍ର ମଣ୍ଡଳୀ ଏକତ୍ରିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।