Leviticus 8:5 — Compare Translations

5 translations compared side by side

Odia - 1840
"ପୁଣି ମାଶାେ ମଣ୍ଡଳୀକୁ କହିଲେ, ଯାହାସବୁ କରିବାକୁ ସଦାପ୍ରଭୁ ଆଦେଶ ଦଇେଛନ୍ତି, ସଗେୁଡିକ ହେଉଛି ଏହି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶା ମଣ୍ତଳୀକି କହିଲେ, ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୋଶା ମଣ୍ଡଳୀକୁ କହିଲେ, “ଯାହାସବୁ କରିବାକୁ ସଦାପ୍ରଭୁ ଆଦେଶ ଦେଇଛନ୍ତି, ସେଗୁଡ଼ିକ ହେଉଛି ଏହି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମୋଶା ମଣ୍ଡଳୀକୁ କହିଲେ, “ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।”
Odia IRV 2017 (ଓଡିଆ ବାଇବେଲ)
ପୁଣି ମୋଶା ମଣ୍ଡଳୀକୁ କହିଲେ, ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।