Leviticus 8:6 — Compare Translations
5 translations compared side by side
Odia - 1840
"ତା'ପରେ ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳ ରେ ସ୍ନାନ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।