Leviticus 8:9 — Compare Translations

5 translations compared side by side

Odia - 1840
"ପୁଣି ତାଙ୍କ ମସ୍ତକରେ ପଗଡି ରଖିଲେ, ପଗଡି ସମ୍ମୁଖ ରେ ସ୍ବର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ, ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଆନୁସା ରେ ଏହା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାଙ୍କର ମସ୍ତକରେ ପାଗ ରଖିଲେ; ପାଗ ସମ୍ମୁଖରେ ସ୍ଵର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତାଙ୍କ ମସ୍ତକରେ ପଗଡ଼ି ରଖିଲେ, ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ, ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।