Leviticus 9:1 — Compare Translations

5 translations compared side by side

Odia - 1840
"ଅନନ୍ତର ଅଷ୍ଟମ ଦିନ ରେ ମାଶାେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇଶ୍ରାୟେଲର ପ୍ରାଚୀନବର୍ଗଙ୍କୁ ଡକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯାଜକମାନଙ୍କୁ ଗ୍ରହଣ କରନ୍ତି ଅନନ୍ତର ଅଷ୍ଟମ ଦିନରେ ମୋଶା ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅଷ୍ଟମ ଦିନରେ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଡାକିଲେ,