Leviticus 9:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ମାଶାେ ପ୍ରତି ଆଜ୍ଞାନୁସା ରେ ହାରୋଣ ମଦେ, ଗୁରୁଦା ଓ ୟକୃତର ଆଚ୍ଛାଦିତ ହାଇେଥିବା ପାପାର୍ଥକ ବଳିସବୁକୁ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପାପାର୍ଥକ ବଳିର ମେଦ ଓ ଗୁରୁଦା ଓ ଯକୃତରୁ ଅନ୍ତ୍ରାପ୍ଳାବକ ବେଦି ଉପରେ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ମେଦ, ଗୁରୁଦା ଓ ଯକୃତର ଆଚ୍ଛାଦିତ ହୋଇଥିବା ପାପାର୍ଥକ ବଳିସବୁକୁ ଯଜ୍ଞବେଦି ଉପରେ ଦଗ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ।