Leviticus 9:11 — Compare Translations
5 translations compared side by side
Odia - 1840
"ତା'ପରେ ସେ ମାଂସ ଓ ଚର୍ମ ନଇେ ଛାଉଣୀର ବାହା ରେ ସଗେୁଡିକୁ ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ମାଂସ ଓ ଚର୍ମ ନେଇ ଛାଉଣିର ବାହାରେ ସେଗୁଡ଼ିକୁ ଦଗ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମାଂସ ଓ ଚର୍ମ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କଲେ।