Leviticus 9:12 — Compare Translations
5 translations compared side by side
Odia - 1840
"ତାହାପରେ ହାରୋଣ ହାମବେଳି ପାଇଁ ଗୋବତ୍ସ ବଧ କଲେ। ତାଙ୍କର ପୁତ୍ରମାନେ ତାଙ୍କ ନିକଟକୁ ରକ୍ତ ଆଣିଲେ ଓ ହାରୋଣ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ହୋମାର୍ଥକ ବଳି ବଧ କଲେ; ପୁଣି ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାପରେ ହାରୋଣ ହୋମବଳି ପାଇଁ ଗୋବତ୍ସ ବଧ କଲେ। ତାଙ୍କର ପୁତ୍ରମାନେ ତାଙ୍କ ନିକଟକୁ ରକ୍ତ ଆଣିଲେ ଓ ହାରୋଣ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ସିଞ୍ଚନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।