Leviticus 9:13 — Compare Translations
5 translations compared side by side
Odia - 1840
"ତା'ପରେ ତାଙ୍କର ପୁତ୍ରଗଣ ତାଙ୍କ ନିକଟରେ ହାମବେଳିର ଖଣ୍ଡ ଖଣ୍ଡ ମାଂସ ଓ ମସ୍ତକ ସମର୍ପଣ କଲେ। ସେ ସମସ୍ତ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ତକୁ ଖଣ୍ତ ମାଂସ ଓ ମସ୍ତକ ସମର୍ପଣ କଲେ; ତହିଁରେ ସେ ସେହି ସକଳ ବେଦି ଉପରେ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତାଙ୍କର ପୁତ୍ରଗଣ ତାଙ୍କ ନିକଟରେ ହୋମବଳିର ଖଣ୍ଡ ଖଣ୍ଡ ମାଂସ ଓ ମସ୍ତକ ସମର୍ପଣ କଲେ। ସେ ସମସ୍ତ ଯଜ୍ଞବେଦି ଉପରେ ଦଗ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ।