Leviticus 9:14 — Compare Translations
5 translations compared side by side
Odia - 1840
"ହାରୋଣ ମଧ୍ଯ ହାମବେଳିର ଅନ୍ତ ଓ ଗୋଡ ଧୌତ କଲେ ଓ ସେ ସମସ୍ତ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଅନ୍ତ୍ର ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ମଧ୍ୟ ହୋମବଳିର ଅନ୍ତ ଓ ଗୋଡ଼ ଧୌତ କଲେ ଓ ସେ ସମସ୍ତ ଯଜ୍ଞବେଦି ଉପରେ ଦଗ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।