Leviticus 9:15 — Compare Translations

5 translations compared side by side

Odia - 1840
"ତାହାପରେ ସେ ଲୋକମାନଙ୍କ ଉପହାର ନିକଟକୁ ଆଣିଲେ। ଲୋକମାନଙ୍କର ପାପାର୍ଥକ ଛାଗ ନଇେ ପ୍ରଥମଟି ପରି ବଧ କରି ପାପାର୍ଥ ରେ ତାହା ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ନ୍ୟାୟ ବଧ କରି ପାପାର୍ଥରେ ତାହା ଉତ୍ସର୍ଗ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ତାହାପରେ ସେ ଲୋକମାନଙ୍କ ଉପହାର ନିକଟକୁ ଆଣିଲେ। ଲୋକମାନଙ୍କର ପାପାର୍ଥକ ଛାଗ ନେଇ ପ୍ରଥମଟି ପରି ବଧ କରି ପାପାର୍ଥରେ ତାହା ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;