Leviticus 9:16 — Compare Translations

5 translations compared side by side

Odia - 1840
"ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ହାମବେଳି ବିଧି ଅନୁସାରେ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ହୋମବଳି ଆଣି ବିଧିମତେ ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ହୋମବଳି ବିଧି ଅନୁସାରେ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ହୋମବଳି ଆଣି ବିଧି ଅନୁସାରେ ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ହୋମବଳି ଆଣି ବିଧି ଅନୁସାରେ ଉତ୍ସର୍ଗ କଲେ।