Leviticus 9:17 — Compare Translations
5 translations compared side by side
Odia - 1840
"ପୁଣି ହାରୋଣ ଭକ୍ଷ୍ଯ ନବୈେଦ୍ଯ ବଦେୀ ନିକଟକୁ ଆଣି ତହିଁରୁ ମୁଠିଏ ନଇେ ପ୍ରଭାତର ହାମବେଳି ସହିତ ୟଜ୍ଞବତେୀ ଉପରେ ତାହା ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଭକ୍ଷ୍ୟ-ନୈବେଦ୍ୟ ଆଣି ତହିଁରୁ ମୁଠିଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ହାରୋଣ ଭକ୍ଷ୍ୟ ନୈବେଦ୍ୟ ବେଦି ନିକଟକୁ ଆଣି ତହିଁରୁ ମୁଠିଏ ନେଇ ପ୍ରଭାତର ହୋମବଳି ସହିତ ଯଜ୍ଞବେଦି ଉପରେ ତାହା ଦଗ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।