Leviticus 9:18 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମଷେ ବଧ କଲେ, ହାରୋଣଙ୍କ ପୁତ୍ରଗଣ ବଳିର ରକ୍ତ ଆଣି ତାଙ୍କୁ ସମର୍ପଣ କଲେ ଓ ସେ ତାହାକୁ ୟଜ୍ଞବଦେୀ ଉପରେ ଚାରିଆଡେ ସିଞ୍ଚିନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ, ହାରୋଣଙ୍କ ପୁତ୍ରଗଣ ବଳିର ରକ୍ତ ଆଣି ତାଙ୍କୁ ସମର୍ପଣ କଲେ ଓ ସେ ତାହାକୁ ଯଜ୍ଞବେଦି ଉପରେ ଗ୍ଭରିଆଡ଼େ ସିଞ୍ଚିନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;