Leviticus 9:19 — Compare Translations

5 translations compared side by side

Odia - 1840
"ପୁଣି ତାଙ୍କର ପୁତ୍ରଗଣ ଷଣ୍ଢ ମଦେ ଓ ମଷେଛୁଆର ମଦେ ମଦମେଯ ଲାଙ୍ଗୁଳ, ଅନ୍ତ ଓ ଗୁରୁଦାର ଉପରିସ୍ଥ ମଦେ ଓ ୟକୃତର ଉପରିସ୍ଥ ଅନ୍ତାପ୍ଲାବକ ତାଙ୍କ ନିକଟକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ୍ର ଓ ଗୁରୁଦାର ଉପରିସ୍ଥିତ ମେଦ ଓ ଯକୃତର ଉପରିସ୍ଥିତ ଅନ୍ତ୍ରାପ୍ଳାବକ,
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତାଙ୍କର ପୁତ୍ରଗଣ ଷଣ୍ଢ ମେଦ ଓ ମେଷଛୁଆର ମେଦ ମେଦମୟ ଲାଙ୍ଗୁଳ, ଅନ୍ତ ଓ ଗୁରୁଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ତାଙ୍କ ନିକଟକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,
Odia IRV 2017 (ଓଡିଆ ବାଇବେଲ)
ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,