Leviticus 9:2 — Compare Translations
5 translations compared side by side
Odia - 1840
"ମାଶାେ ହାରୋଣଙ୍କୁ କହିଲେ, ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଏକ ନିଖୁଣ ମଷେଛୁଆ ଓ ହାମବେଳି ନିମନ୍ତେ ଏକ ନିଖୁଣ ମଷେ ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଉତ୍ସର୍ଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ହାରୋଣଙ୍କୁ କହିଲେ, ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁ; ଏକ ବୃଷ-ବତ୍ସ ଓ ହୋମବଳି ନିମନ୍ତେ ନିଖୁ; ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଏକ ନିଖୁଣ ମେଷଛୁଆ ଓ ହୋମବଳି ନିମନ୍ତେ ଏକ ନିଖୁଣ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।