Leviticus 9:20 — Compare Translations
5 translations compared side by side
Odia - 1840
"ଏହି ସବୁ ମଦେ ସମାନେେ ଗୋରୁ ଓ ମଷେର ବକ୍ଷ ଉପରେ ରଖିଲେ ଓ ହାରୋଣ ସେ ସମସ୍ତ ବଦେୀ ଉପରେ ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ମେଦ ସେମାନେ ଗୋରୁ ଓ ମେଷର ବକ୍ଷ ଉପରେ ରଖିଲେ ଓ ହାରୋଣ ସେ ସମସ୍ତ ବେଦି ଉପରେ ଦଗ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;