Leviticus 9:21 — Compare Translations
5 translations compared side by side
Odia - 1840
"ମାଶାଙ୍କେ ଆଜ୍ଞା ଅନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖ ରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀଯ ନବୈେଦ୍ଯ ରୂପେ ଦୋଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ଆଜ୍ଞା ଅନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଚଟୁଆ ଦୋଳନୀୟ ନୈବେଦ୍ୟ ରୂପେ ଦୋଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଜଙ୍ଘ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶାଙ୍କର ଆଜ୍ଞାନୁସାରେ ହାରୋଣ ସଦାପ୍ରଭୁଙ୍କ ସମ୍ମୁଖରେ ବକ୍ଷ ଓ ଡାହାଣ ଜଙ୍ଘ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇଲେ।