Leviticus 9:22 — Compare Translations
5 translations compared side by side
Odia - 1840
"ତା'ପରେ ହାରୋଣ ଆପଣା ହସ୍ତ ଉତ୍ତୋଳନ କରି ଲୋକମାନଙ୍କୁ ଆଶୀର୍ବାଦ କଲେ। ସେ ପାପାର୍ଥକ ବଳି, ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲାପରେ ସେ ୟଜ୍ଞବଦେୀ ତଳକୁ ଓହ୍ଲାଇ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହାରୋଣ ଆପଣା ହସ୍ତ ଉତ୍ତୋଳନ କରି ଲୋକମାନଙ୍କୁ ଆଶୀର୍ବାଦ କଲେ। ସେ ପାପାର୍ଥକ ବଳି, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲାପରେ ସେ ଯଜ୍ଞବେଦି ତଳକୁ ଓହ୍ଲାଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ।