Leviticus 9:23 — Compare Translations
5 translations compared side by side
Odia - 1840
"ଅନନ୍ତର ମାଶାେ ଓ ହାରୋଣ ସମାଗମ ତମ୍ବୁ ରେ ପ୍ରବେଶ କଲେ। ପୁଣି ବାହାରକୁ ଆସି ଲୋକମାନଙ୍କୁ ଆଶିର୍ବାଦ କଲେ। ସେତବେେଳେ ସବୁ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ମହିସା ପ୍ରକଟିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଓ ହାରୋଣ ସମାଗମ-ତମ୍ଵୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ। ପୁଣି ବାହାରକୁ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ। ସେତେବେଳେ ସବୁ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ମହିମା ପ୍ରକଟିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।