Leviticus 9:24 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହାଇେ ୟଜ୍ଞବଦେୀ ଉପରିସ୍ଥ ହାମବେଳି ଓ ମଦକେୁ ଭସ୍ମ କଲା। ସେତବେେଳେ ସମସ୍ତ ଲୋକ ତାହା ଦେଖି ଉଚ୍ଚଧ୍ବନି କରି ଭୂମିରେ ମଥାନତ କରି ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି-ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ଵନି କରି ମୁହଁ ମାଡ଼ି ହୋଇ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ଯଜ୍ଞବେଦି ଉପରିସ୍ଥ ହୋମବଳି ଓ ମେଦକୁ ଭସ୍ମ କଲା। ସେତେବେଳେ ସମସ୍ତ ଲୋକ ତାହା ଦେଖି ଉଚ୍ଚଧ୍ୱନି କରି ଭୂମିରେ ମଥାନତ କରି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।