Leviticus 9:3 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନଙ୍କୁ କୁହ, ' ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ପାପାର୍ଥକ ବଳି ନିମନ୍ତେ ଏକ ଅଣ୍ଡିରା ଛାଗ ଓ ହାମବେଳି ନିମନ୍ତେ ଏକ ଗୋବତ୍ସ ଓ ମଷେ ଶାବକ ନବେେ, କାରଣ ସଦାପ୍ରଭୁ ଏହା ଆଜ୍ଞା କରିଛନ୍ତି। ବାଛୁରୀ ଏବଂ ମଷେଛୁଆ ନିଶ୍ଚଯ ଏକ ବର୍ଷୀଯ ଓ ନିଖୁଣ ହାଇେଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁ; ଥିବେ,
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନଙ୍କୁ କୁହ, ‘ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ନିମନ୍ତେ ଏକ ଅଣ୍ଡିରା ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ମେଷ ଶାବକ ନେବେ, କାରଣ ସଦାପ୍ରଭୁ ଏହା ଆଜ୍ଞା କରିଛନ୍ତି। ବାଛୁରି ଏବଂ ମେଷଛୁଆ ନିଶ୍ଚୟ ଏକ ବର୍ଷୀୟ ଓ ନିଖୁଣ ହୋଇଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକ ବର୍ଷୀୟ ଓ ନିଖୁନ୍ତ ଥିବେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ,