Leviticus 9:4 — Compare Translations

5 translations compared side by side

Odia - 1840
"ପୁଣି ସହଭାଗିତାର ବଳି ନିମନ୍ତେ ଏକ ଷଣ୍ଢ ଓ ଏକ ମଷେ ନିଅ। ସମାନେେ ସହେି ଜିନିଷଗୁଡିକ ସଦାପ୍ରଭୁଙ୍କ ସମ୍ମୁଖ ରେ ଅର୍ପଣ କରିବା ଉଚିତ୍। କାରଣ ସଦାପ୍ରଭୁ ଆଜି ସମାନଙ୍କେୁ ଦର୍ଶନ ଦେଉଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସହଭାଗିତାର ବଳି ନିମନ୍ତେ ଏକ ଷଣ୍ଢ ଓ ଏକ ମେଷ ନିଅ। ସେମାନେ ସେହି ଜିନିଷଗୁଡ଼ିକ ସଦାପ୍ରଭୁଙ୍କ ସମ୍ମୁଖରେ ଅର୍ପଣ କରିବା ଉଚିତ୍। କାରଣ ସଦାପ୍ରଭୁ ଆଜି ସେମାନଙ୍କୁ ଦର୍ଶନ ଦେଉଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳ ମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”