Leviticus 9:5 — Compare Translations

5 translations compared side by side

Odia - 1840
"ତେଣୁ ସମସ୍ତ ଲୋକ ସମାଗମ ତମ୍ବୁ ନିକଟକୁ ଆସିଲେ ଓ ମାଶାଙ୍କେ ଆଜ୍ଞା ଅନୁସାରେ ସମସ୍ତ ଜିନିଷ ଆଣିଥିଲେ, ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ଛିଡା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ଵୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ତଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସମସ୍ତ ଲୋକ ସମାଗମ-ତମ୍ବୁ ନିକଟକୁ ଆସିଲେ ଓ ମୋଶାଙ୍କ ଆଜ୍ଞା ଅନୁସାରେ ସମସ୍ତ ଜିନିଷ ଆଣିଥିଲେ, ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।