Leviticus 9:6 — Compare Translations

5 translations compared side by side

Odia - 1840
"ତା'ପରେ ମାଶାେ କହିଲେ, ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ। ଏହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ମହିମା ପ୍ରକାଶ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୋଶା କହିଲେ, ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ। ଏହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ମହିମା ପ୍ରକାଶ ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ମୋଶା କହିଲେ, “ଏହି କଥା କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜ୍ଞା ଦେଲେ; ଏହା କଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇବ।”