Leviticus 9:7 — Compare Translations
5 translations compared side by side
Odia - 1840
"ତା'ପରେ ମାଶାେ ହାରୋଣଙ୍କୁ କହିଲେ, ୟଜ୍ଞବଦେୀ ନିକଟକୁ ଆସ ଓ ଲୋକମାନଙ୍କ ଦ୍ବାରା କରାୟାଇଥିବା ପାପର ପା୍ରଯଶ୍ଚିତ ପାଇଁ ପାପାର୍ଥକ ବଳି ଓ ହାମବେଳି ଉତ୍ସର୍ଗ କର। ତା'ପରେ ଲୋକମାନଙ୍କର ଉପହାର ଉତ୍ସର୍ଗ କର ଓ ପ୍ରାଯଶ୍ଚିତ କର। କାରଣ ସଦାପ୍ରଭୁ ତୁମ୍ଭକୁ ଏହା କରିବା ପାଇଁ ଆଜ୍ଞା ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା ହାରୋଣଙ୍କୁ କହିଲେ, “ଯଜ୍ଞବେଦି ନିକଟକୁ ଆସ ଓ ଲୋକମାନଙ୍କ ଦ୍ୱାରା କରାଯାଇଥିବା ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳି ଓ ହୋମବଳି ଉତ୍ସର୍ଗ କର। ତା’ପରେ ଲୋକମାନଙ୍କର ଉପହାର ଉତ୍ସର୍ଗ କର ଓ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ତୁମ୍ଭକୁ ଏହା କରିବା ପାଇଁ ଆଜ୍ଞା ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରେ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମ ବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରୁ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”