Luke 1:10 — Compare Translations

7 translations compared side by side

Odia - 1840
"ବାହା ରେ ବହୁତ ଲୋକ ଜମା ହାଇେଥିଲେ। ଧୂପ ଲାଗିବା ସମୟରେ ସମାନେେ ପ୍ରାର୍ଥନା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବାହାରେ ଏକ ବିରାଟ ଜନତା ପ୍ରାର୍ଥନାରେ ନିବିଷ୍ଟ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବାହାରେ ବହୁତ ଲୋକ ଜମା ହୋଇଥିଲେ। ଧୂପ ଲାଗିବା ସମୟରେ ସେମାନେ ପ୍ରାର୍ଥନା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭುತ್ತುರ್ ಧುಪ್ ಘಾಲ್ತಾನಾ, ಭಾಯ್ರ್ ಲೊಕಾಂಚೊ ತಾಂಡೊ ಮಾಗ್ನಿ ಕರುಂಗೆತ್ ಹೊತ್ತೊ.