Luke 1:15 — Compare Translations

7 translations compared side by side

Odia - 1840
"ପ୍ରଭୁଙ୍କ ପାଇଁ ଯୋହନ ମହାନ ହବେେ। ସେ କବେେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ଯପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ସୁରା କେବେ ହେଁ ପାନ କରିବ ନାହିଁ, ପୁଣି ମାତାର ଉଦରରୁ ସୁଦ୍ଧା ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କ ଦୃଷ୍ଟିରେ ସେ ଜଣେ ମହାନ ବ୍ୟକ୍ତି ହେବେ। ସେ କୌଣସି ସୁରା ଅବା ଦ୍ରାକ୍ଷାରସ ପାନ କରିବେ ନାହିଁ। ତାଙ୍କର ଜନ୍ମ ସମୟରୁ ହିଁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବେ
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କ ପାଇଁ ଯୋହନ ମହାନ୍ ହେବେ। ସେ କେବେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ನದ್ರೆತ್ ತೊ ಮೊಟೊ ಮಾನುಸ್ ಹೊತಾ, ಅನಿ ತೊ ವಾಯ್ನ್ ಹೊಂವ್ದಿ, ನಿಶಾ ಹೊತಲೆ ಕಾಯ್ಬಿ ಹೊಂವ್ದಿ ಫಿ ನಾ. ತೊ ಜಲ್ಮುಚ್ಯಾಕಿ ಅದ್ದಿತ್ನಾಚ್ ತೊ ಪವಿತ್ರ್ ಆತ್ಮ್ಯಾನ್ ಭರಲ್ಲೊ ರ್‍ಹಾತಾ.