Luke 1:18 — Compare Translations
7 translations compared side by side
Odia - 1840
"ଜିଖରିୟ ସ୍ବର୍ଗଦୂତଙ୍କୁ କହିଲେ, ତୁମ୍ଭେ ଯାହା କହୁଛ, ତାହା ସତ୍ଯ ବୋଲି ମୁଁ କିପରି ଜାଣିବି? ମୁଁ ଜଣେ ବୁଢା ଲୋକ ଓ ମାରେ ପତ୍ନୀ ମଧ୍ଯ ବୁଢୀ ହାଇଗେଲଣେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ଵାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜିଖରିୟ ସ୍ୱର୍ଗଦୂତଙ୍କୁ କହିଲେ, “ଏ ବିଷୟ ଘଟିବ ବୋଲି ମୁଁ କିପରି ଜାଣିବି? ମୁଁ ବୃଦ୍ଧ ଓ ମୋ’ ସ୍ତ୍ରୀ ମଧ୍ୟ ବୃଦ୍ଧା।
Odia Bible ERV 2004 (ପବିତ୍ର ବାଇବଲ)
ଜିଖରିୟ ସ୍ୱର୍ଗଦୂତଙ୍କୁ କହିଲେ, “ତୁମ୍ଭେ ଯାହା କହୁଛ, ତାହା ସତ୍ୟ ବୋଲି ମୁଁ କିପରି ଜାଣିବି? ମୁଁ ଜଣେ ବୁଢ଼ା ଲୋକ ଓ ମୋର ପତ୍ନୀ ମଧ୍ୟ ବୁଢ଼ୀ ହୋଇଗଲେଣି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಕರಿಯಾನ್ ದೆವಾಚ್ಯಾ ದುತಾಕ್ “ಹೆ ಸಗ್ಳೆ ಹೊತಲೆ ಖರೆ ಮನುನ್ ಮಿಯಾ ಕಶೆ ವಿಶ್ವಾಸ್ ಕರು? ಮಿಯಾ ಎಕ್ ಮ್ಹಾತಾರೊ ಮಾನುಸ್,ಅನಿ ಮಾಜಿ ಬಾಯ್ಕೊಬಿ ಮ್ಹಾತಾರಿ”, ಮನುನ್ ಇಚಾರ್ಲ್ಯಾನ್.