Luke 1:19 — Compare Translations

7 translations compared side by side

Odia - 1840
"ସ୍ବର୍ଗଦୂତ ଉତ୍ତର ଦେଲେ, ମୁଁ ଗାବ୍ରୀଯଲେ। ମୁଁ ପରମେଶ୍ବରଙ୍କ ସାମନା ରେ ଠିଆ ହାଇେଥାଏ। ତୁମ୍ଭ ସହିତ କଥାବାର୍ତ୍ତା କରିବାକୁ ଓ ଏ ସୁସମାଚାର ଦବୋକୁ ପରମେଶ୍ବର ମାେତେ ପଠାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୂତ ତାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ଵରଙ୍କ ସାକ୍ଷାତରେ ଉଭା ହୋଇଥାଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପ୍ରେରିତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ୍। ଯେଉଁ ଈଶ୍ୱର ତୁମକୁ ଏହି ଶୁଭବାର୍ତ୍ତା ଜଣାଇବା ପାଇଁ ମୋତେ ପଠାଇଛନ୍ତି, ମୁଁ ତାଙ୍କ ଛାମୁରେ ଠିଆ ହୋଇଥାଏ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତ ଉତ୍ତର ଦେଲେ, “ମୁଁ ଗାବ୍ରିଏଲ। ମୁଁ ପରମେଶ୍ୱରଙ୍କ ସାମନାରେ ଠିଆ ହୋଇଥାଏ। ତୁମ୍ଭ ସହିତ କଥାବାର୍ତ୍ତା କରିବାକୁ ଓ ଏ ସୁସମାଗ୍ଭର ଦେବାକୁ ପରମେଶ୍ୱର ମୋତେ ପଠାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ୱରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೆವಾಚ್ಯಾ ದುತಾನ್ “ದೆವಾಚ್ಯಾ ಇದ್ರಾಕ್ ರ್‍ಹಾತಲೊ ಘಾಬ್ರಿಯೆಲ್ ಮಿಯಾ, ತುಜೆಕ್ಡೆ ಬೊಲುಕ್ ಅನಿ ತುಕಾ ಹಿ ಬರಿ ಖಬರ್ ಸಾಂಗುಕ್ ಮನುನ್ ದೆವಾನ್ ಮಾಕಾ ಧಾಡುನ್ ದಿಲ್ಲೆ ಹಾಯ್.