Luke 1:2 — Compare Translations
7 translations compared side by side
Odia - 1840
"ଯେଉଁମାନେ ଏ ଘଟଣା ଗୁଡିକୁ ନିଜେ ଆରମ୍ଭରୁ ଦେଖିଛନ୍ତି ଏବଂ ଲୋକମାନଙ୍କ ମଧିଅରେ ତାହାଙ୍କ ବାର୍ତ୍ତା ପ୍ରଚାର କରି ପରମେଶ୍ବରଙ୍କ ସବୋ କରିଛନ୍ତି, ସହେିମାନଙ୍କଠାରୁ ଯେଉଁ ବିଷୟ ଆମ୍ଭମାନେେ ଶିକ୍ଷା କରିଛୁ ଠିକ୍ ସହେିସବୁ କଥା ସମାନେେ ଲେଖିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ମଧ୍ୟରେ ସାଧିତ ଘଟଣାବଳୀର ବିବରଣ ଅନେକେ ଶୃଙ୍ଗଳିତ ରୂପେ ଲିପିବଦ୍ଧ କରିବାକୁ ପ୍ରବୃତ୍ତ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆରମ୍ଭରୁ ଏହିସବୁ ଘଟଣା ଦେଖିଥିବା ଲୋକମାନେ ଯେପରି ସୁସମାଚାର ଘୋଷଣା କରିଥିଲେ, ସେହି ଅନୁସାରେ ଉକ୍ତ ବିବରଣୀମାନ ଲେଖାଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଏ ଘଟଣା ଗୁଡ଼ିକୁ ନିଜେ ଆରମ୍ଭରୁ ଦେଖିଛନ୍ତି ଏବଂ ଲୋକମାନଙ୍କ ମଧ୍ୟରେ ତାହାଙ୍କ ବାର୍ତ୍ତା ପ୍ରଗ୍ଭର କରି ପରମେଶ୍ୱରଙ୍କ ସେବା କରିଛନ୍ତି, ସେହିମାନଙ୍କଠାରୁ ଯେଉଁ ବିଷୟ ଆମ୍ଭେମାନେ ଶିକ୍ଷା କରିଛୁ ଠିକ୍ ସେହିସବୁ କଥା ସେମାନେ ଲେଖିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸುರು ಹೊಲ್ಲ್ಯಾಕ್ನಾ ಡೊಳ್ಯಾನ್ ಡೊಳೊಬರ್ ಬಗಟಲ್ಲ್ಯಾನಿ ಅನಿ ಅಮ್ಕಾ ಬರಿ ಖಬರ್ ಸಾಂಗಲ್ಲ್ಯಾನಿ ಸಾಂಗಲ್ಲ್ಯಾ ಸರ್ಕೆಚ್ ತೆನಿ ಲಿವ್ಲ್ಯಾನಾತ್.