Luke 1:22 — Compare Translations

7 translations compared side by side

Odia - 1840
"ଯେତବେେଳେ ଜିଖରିୟ ବାହାରକୁ ଆସିଲେ, ସେତବେେଳେ ସେ କିଛି କଥା କରିପାରୁ ନ ଥିଲେ। ତେଣୁ ସମାନେେ ବୁଝି ପାରିଲେ ଯେ, ସେ ମନ୍ଦିର ଭିତ ରେ କୌଣସି ଦିବ୍ଯଦର୍ଶନ ପାଇଛନ୍ତି। ସେ ମୂକ ହାଇେ ଯାଇଥିଲେ ଓ କବଳେ ଠାର ରେ କହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ବାହାରିଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ସେ ବାହାରକୁ ଆସି ସେମାନଙ୍କ ସହିତ କଥା କହି ପାରିଲେ ନାହିଁ, ସେମାନେ ଜାଣିଲେ ଯେ ମନ୍ଦିରରେ ସେ କୌଣସି ଦର୍ଶନ ପାଇଛନ୍ତି। ଗୋଟିଏ ହେଲେ ଶବ୍ଦ ଉଚ୍ଚାରଣ କରିବାକୁ ସମର୍ଥ ନ ହୋଇ ସେ ହାତ ଠାରି ସେମାନଙ୍କୁ ଇଙ୍ଗିତ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଜିଖରିୟ ବାହାରକୁ ଆସିଲେ, ସେତେବେଳେ ସେ କିଛି କଥା କହି ପାରୁ ନ ଥିଲେ। ତେଣୁ ସେମାନେ ବୁଝି ପାରିଲେ ଯେ, ସେ ମନ୍ଦିର ଭିତରେ କୌଣସି ଦିବ୍ୟଦର୍ଶନ ପାଇଛନ୍ତି। ସେ ମୂକ ହୋଇ ଯାଇଥିଲେ ଓ କେବଳ ଠାରରେ କହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಕರಿಯಾ ದೆವಾಚ್ಯಾ ಗುಡಿತ್ನಾ ಭಾಯ್ರ್ ಯೆಲ್ಲ್ಯಾ ತನ್ನಾ ತೆಕಾ ಲೊಕಾಂಚ್ಯಾಕ್ಡೆ ಬೊಲುಕ್ ಹೊವುಕ್ನಾ, ಹಾತಾನಿ ಸೊನ್ನಿ ಕರುನ್ ತೆನಿ ದಾಕ್ವುಲ್ಯಾನ್ ತೆಕಾ ಬೊಲುಕುಚ್ ಹೊವ್ಕ್ ನಾ.ತನ್ನಾ ದೆವಾಚ್ಯಾ ಗುಡಿತ್ ತೆನಿ ದರ್ಶನ್ ಬಗಟ್ಲ್ಯಾನ್ ಮನುನ್ ಲೊಕಾಕ್ನಿ ಕಳ್ಳೆ.