Luke 1:24 — Compare Translations

7 translations compared side by side

Odia - 1840
"ତା'ପରେ ଜିଖରିୟଙ୍କ ପତ୍ନୀ ଏଲୀଶାବେଥ ଗର୍ଭବତୀ ହେଲେ, ତେଣୁ ଏଲୀଶାବେଥ ଘର ବାହାରକୁ ପାଞ୍ଚମାସ ପର୍ୟ୍ଯନ୍ତ ବାହାରିଲେ ନାହିଁ। ଏଲୀଶାବେଥ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ତାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିଛି ଦିନ ପରେ ତାଙ୍କର ସ୍ତ୍ରୀ ଏଲିଶାବେଥ୍ ଗର୍ଭବତୀ ହେଲେ ଓ ପଞ୍ଚମ ମାସ ପର୍ଯ୍ୟନ୍ତ ଘରଛାଡ଼ି ବାହାରକୁ ଗଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଜିଖରିୟଙ୍କ ପତ୍ନୀ ଏଲୀଶାବେଥ ଗର୍ଭବତୀ ହେଲେ, ତେଣୁ ଏଲୀଶାବେଥ ଘର ବାହାରକୁ ପାଞ୍ଚମାସ ପର୍ଯ୍ୟନ୍ତ ବାହାରିଲେ ନାହିଁ। ଏଲୀଶାବେଥ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲିଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಉಲ್ಲಿ ದಿಸಾ ಗೆಲ್ಲ್ಯಾ ತನ್ನಾ ತೆಚಿ ಬಾಯ್ಕೊ ಎಲಿಜಾಬೆತ್ ಗರ್‍ವಾರ್ ಹೊಲಿ, ಪಾಚ್ ಮ್ಹಯಿನೆ ತಿ ಘರಾತ್ನಾ ಭಾಯ್ರ್ ಪಡುಕ್ನಾ.