Luke 1:25 — Compare Translations

7 translations compared side by side

Odia - 1840
" ଦେଖ, ଶଷେ ରେ ପରମେଶ୍ବର ମାେତେ ସାହାୟ୍ଯ କରିଛନ୍ତି। ଲୋକମାନଙ୍କ ମଧିଅରେ ମାରେ ଲଜ୍ଜା ନିବାରଣ କରିବା ପାଇଁ ପ୍ରଭୁ ମାେ' ପ୍ରତି ସଦୟ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କହିଲେ, “ଅବଶେଷରେ ପ୍ରଭୁ ମୋତେ କୃପା କରିଛନ୍ତି। ସେ ମୋର ନିନ୍ଦା ଦୂର କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ, ଶେଷରେ ପରମେଶ୍ୱର ମୋତେ ସାହାଯ୍ୟ କରିଛନ୍ତି। ଲୋକମାନଙ୍କ ମଧ୍ୟରେ ମୋର ଲଜ୍ଜା ନିବାରଣ କରିବା ପାଇଁ ପ୍ରଭୁ ମୋ’ ପ୍ରତି ସଦୟ ହୋଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋ' ପ୍ରତି ଏପରି କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಲಿಜಾಬೆತಾನ್,“ಆಕ್ರಿಕ್ ಅತ್ತಾತರ್ ದೆವಾನ್ ಮಾಜೆಸಾಟಿ ಕವ್ಡೆ ಮೊಟೆ ಕಾಮ್ ಕರ್‍ಲ್ಯಾನ್, ಲೊಕಾಂಚ್ಯಾ ಇದ್ರಾಕ್ ಹೊತ್ತೆ ಮಾಜೆ ಮಾಲ್ದಿಸಾವ್ ಕಾಡುನ್ ಟಾಕ್ಲ್ಯಾನ್” ಮಟ್ಲಿನ್.