Luke 1:27 — Compare Translations
6 translations compared side by side
Odia - 1840
" ଦାଉଦଙ୍କ ବଂଶଜ ୟୋ ସଫେ ନାମକ ଜଣେ ପୁରୁଷ ସହିତ ସେ କନ୍ଯାଙ୍କର ବିବାହ ନିର୍ବନ୍ଧ ହାଇେ ସାରିଥିଲା। ତାହାଙ୍କର ନାମ ମରିୟମ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମରିୟମ ନାମ୍ନୀ ଏକ କୁମାରୀଙ୍କ ନିକଟକୁ ବାର୍ତ୍ତା ନେଇ ଆସିଥିଲେ। ଦାଉଦ ରାଜା ବଂଶଜ ଯୋସେଫଙ୍କ ସହିତ ମରିୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।
Odia IRV 2017 (ଓଡିଆ ବାଇବେଲ)
ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘಾಬ್ರಿಯೆಲ್ ದೆವಾಚೊ ದುತ್ ಮರಿ ಮನ್ತಲ್ಯಾ ಲಗಿನ್ ಹೊಯ್ ನಸಲ್ಲ್ಯಾ ಎಕಾ ಚೆಡ್ವಾಕ್ ಎಕ್ ಖಬರ್ ಘೆವ್ನ್ ಯಲ್ಲೊ. ತ್ಯಾ ಚೆಡ್ವಾಚಿ ದಾವಿದ್ ರಾಜಾಚ್ಯಾ ಘರಾನ್ಯಾಚ್ಯಾ ಜುಜೆ ಮನ್ತಲ್ಯಾಚ್ಯಾ ವಾಂಗ್ಡಾ ಲಗ್ನಾಚಿ ಗೊಸ್ಟ್ ಹೊಲ್ಲಿ.