Luke 1:28 — Compare Translations
7 translations compared side by side
Odia - 1840
"ସ୍ବର୍ଗଦୂତ ସହେି କନ୍ଯା ପାଖକୁ ଆସି କହିଲେ, ନମସ୍କାର। ପ୍ରଭୁ ତୁମ୍ଭକୁ ଅନୁଗ୍ରହ କରିଛନ୍ତି। ସେ ତୁମ୍ଭ ସହିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ତୁମର ଶାନ୍ତି ହେଉ! ଈଶ୍ୱର ତୁମର ସହବର୍ତ୍ତୀ ଓ ତୁମକୁ ପ୍ରଚୁର ଆଶୀର୍ବାଦ କରିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତ ସେହି କନ୍ୟା ପାଖକୁ ଆସି କହିଲେ, “ନମସ୍କାର। ପ୍ରଭୁ ତୁମ୍ଭକୁ ଅନୁଗ୍ରହ କରିଛନ୍ତି। ସେ ତୁମ୍ଭ ସହିତ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗୃହରେ ପ୍ରବେଶ କରି ତାହାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ।
Odia IRV 2017 (ଓଡିଆ ବାଇବେଲ)
ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ, ଆଗୋ ଅନୁଗ୍ରହପାତ୍ରୀ, ତୁମ୍ଭର ମଙ୍ଗଳ ହେଉ, ପ୍ରଭୁ ତୁମ୍ଭର ସହବର୍ତ୍ତୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚೊ ದುತ್ ತಿಚೆಕ್ಡೆ ಯೆಲೊ ಅನಿ “ದೆವಾಚೆ ಸಮಾದಾನ್ ತುಜ್ಯಾ ವಾಂಗ್ಡಾ ರಾಂವ್ದಿತ್! ದೆವ್ ತುಜ್ಯಾ ವಾಂಗ್ಡಾ ಹಾಯ್ ಅನಿ ದೆವಾನ್ ತುಕಾ ಆಶಿರ್ವಾದ್ ದಿಲ್ಯಾನಾಯ್!” ಮಟ್ಲ್ಯಾನ್.