Luke 1:29 — Compare Translations
7 translations compared side by side
Odia - 1840
"ମରିୟମ ସ୍ବର୍ଗଦୂତଙ୍କ କଥା ଶୁଣି ଉଦବିଗ୍ନ ହାଇଗେଲେ। ତାହାଙ୍କ ଅଭିବାଦନର ଅର୍ଥ କ'ଣ ହାଇପୋ ରେ, ସହେିକଥା ଭାବି ସେ ଚିନ୍ତା ରେ ପଡିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ଉଦ୍ବିଗ୍ନ ହୋଇ ଏହା କିପ୍ରକାର ସମ୍ଭାଷଣ ବୋଲି ମନରେ ଆନ୍ଦୋଳନ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗଦୂତଙ୍କ ବାର୍ତ୍ତା ଶୁଣି ମରିୟମ ଅତିଶୟ ବିଚଳିତ ଓ ବିସ୍ମିତ ହୋଇ ଭାବିଲେ, ଏ କି ପ୍ରକାର ସମ୍ଭାଷଣ? ଏହାର ଅର୍ଥ କ’ଣ?
Odia Bible ERV 2004 (ପବିତ୍ର ବାଇବଲ)
ମରିୟମ ସ୍ୱର୍ଗଦୂତଙ୍କ କଥା ଶୁଣି ଉଦ୍ବିଗ୍ନ ହୋଇଗଲେ। ତାହାଙ୍କ ଅଭିବାଦନର ଅର୍ଥ କ’ଣ ହୋଇପାରେ, ସେହି କଥା ଭାବି ସେ ଚିନ୍ତାରେ ପଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ବିଚାର କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ଆନ୍ଦୋଳନ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕುನ್ ಮರಿ ಘಾಬರ್ಲಿ ಅನಿ ಹ್ಯಾ ದೆವಾಚ್ಯಾ ದುತಾನ್ ಸಾಂಗಲ್ಲ್ಯಾ ಖಬ್ರೆಚೊ ಅರ್ತ್ ಕಾಯ್ ಮನುನ್ ತಿ ಯವ್ಜುಕ್ ಪಡ್ಲಿ.