Luke 1:3 — Compare Translations
7 translations compared side by side
Odia - 1840
"ହେ ମାନ୍ଯବର, ଯେ ହତେୁ ପ୍ରଥମରୁ ମୁଁ ନିଜେ ସାବଧାନ ହାଇେ ଏ ସବୁ ଅନୁଧ୍ଯାନ କରିଛି, ସେଥିସକାେଶ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାର ରେ ଲେଖିବାକୁ ମୁଁ ଉଚିତ ମନେ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ମାନ୍ୟବର ଥୀୟଫିଲ, ଆଦ୍ୟରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ବିହିତ ମନେ କଲି,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ମହାଭାଗ, ମୁଁ ଯତ୍ନ ସହକାରେ ଆରମ୍ଭରୁ ଏହିସବୁ ବିଷୟ ଅନୁଧ୍ୟାନ କରିଥିବାରୁ ତୁମ ନିକଯକୁ ଏହାର ଏକ ଧାରାବାହିକ ବିବରଣୀ ଲେଖିବାକୁ ଉଚିତ ମନେକଲି।
Odia Bible ERV 2004 (ପବିତ୍ର ବାଇବଲ)
ହେ ମାନ୍ୟବର, ଯେହେତୁ ପ୍ରଥମରୁ ମୁଁ ନିଜେ ସାବଧାନ ହୋଇ ଏ ସବୁ ଅନୁଧ୍ୟାନ କରିଛି, ସେଥିସକାଶେ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାରରେ ଲେଖିବାକୁ ମୁଁ ଉଚିତ୍ ମନେ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ମାନ୍ୟବର ଥିୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ ମନେ କଲି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ,ಸುರು ಹೊಲ್ಲ್ಯಾಕ್ನಾ ಮಿಯಾಬಿ ಬರೆ ಕರುನ್ ಹೆ ಶಿಕ್ಲೊ ಅನಿ ತುಜ್ಯಾಸಾಟಿ ಎಕಾಚ್ಯಾ ಫಾಟ್ನಾ ಎಕ್ ವಿಶಯ್ ಬರೆ ಕರುನ್ ಪುಸ್ತಕ್ ರುಪಾತ್ ಲಿವ್ನ್ ಥವ್ತಲೆ ಬರೆ,ಮನುನ್ ಮಾಕಾ ದಿಸ್ಲೆ.