Luke 1:30 — Compare Translations

7 translations compared side by side

Odia - 1840
"ସ୍ବର୍ଗଦୂତ ତାହାଙ୍କୁ କହିଲେ, ମରିୟମ! ଭୟ କରନାହିଁ। କାରଣ ପରମେଶ୍ବର ତୁମ୍ଭ ଉପରେ ପ୍ରସନ୍ନ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଦୂତ ତାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ଵରଙ୍କ ଛାମୁରେ ଅନୁଗ୍ରହ ପ୍ରାପ୍ତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗଦୂତ ତାଙ୍କୁ କହିଲେ, “ଭୟ କର ନାହିଁ, ମରିୟମ, ତୁମେ ଈଶ୍ୱରଙ୍କ ଅନୁଗ୍ରହ ପାତ୍ରୀ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ମରିୟମ! ଭୟ କର ନାହିଁ। କାରଣ ପରମେଶ୍ୱର ତୁମ୍ଭ ଉପରେ ପ୍ରସନ୍ନ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ୱରଙ୍କ ଛାମୁରେ ଅନୁଗ୍ରହ ପାଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾಚ್ಯಾ ದುತಾನ್ ತಿಕಾ, “ಮರಿ ಭಿಂವ್‍ನಕೊ; ದೆವಾಚಿ ಮೊಟಿ ಕುರ್ಪಾ ತುಜೆ ವರ್‍ತಿ ಹಾಯ್.