Luke 1:31 — Compare Translations
7 translations compared side by side
Odia - 1840
"ଶୁଣ, ତୁମ୍ଭେ ଗର୍ଭଗତୀ ହବେ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
Odia Bible ERV 2004 (ପବିତ୍ର ବାଇବଲ)
ଶୁଣ, ତୁମ୍ଭେ ଗର୍ଭବତୀ ହେବ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେବ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಗರ್ವಾರ್ ಹೊತೆಯ್, ಅನಿ ಎಕ್ ಝಿಲ್ಗ್ಯಾಕ್ ಜಲಮ್ ದಿತೆಯ್, ಅನಿ ತೆಕಾ ‘ಜೆಜು’ ಮನುನ್ ನಾವ್ ಥವ್ಚೆ.