Luke 1:32 — Compare Translations
7 translations compared side by side
Odia - 1840
"ସେ ମହାନ୍ ହବେେ। ଲୋକମାନେ ତାହାଙ୍କୁ ସର୍ବୋପରିସ୍ଥ ପରମେଶ୍ବରଙ୍କ ପୁତ୍ର ବୋଲି କହିବେ ଏବଂ ପ୍ରଭୁ ପରମେଶ୍ବର ତାହାଙ୍କୁ ତାହାଙ୍କର ପୂର୍ବ ପୁରୁଷ ଦାଉଦଙ୍କ ସିଂହାସନ ପ୍ରଦାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମହାନ ହେବେ ଓ ପରାତ୍ପରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ଵର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମହାନ୍ ହେବେ ଓ ପରାତ୍ପର ଈଶ୍ୱରଙ୍କ ପୁତ୍ର ରୂପେ ଖ୍ୟାତ ହେବେ। ପ୍ରଭୁ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ତାଙ୍କୁ ରାଜା କରିବେ
Odia Bible ERV 2004 (ପବିତ୍ର ବାଇବଲ)
ସେ ମହାନ୍ ହେବେ। ଲୋକମାନେ ତାହାଙ୍କୁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ପୁତ୍ର ବୋଲି କହିବେ ଏବଂ ପ୍ରଭୁ ପରମେଶ୍ୱର ତାହାଙ୍କୁ ତାହାଙ୍କର ପୂର୍ବ ପୁରୁଷ ଦାଉଦଙ୍କ ସିଂହାସନ ପ୍ରଦାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
Odia IRV 2017 (ଓଡିଆ ବାଇବେଲ)
ସେ ମହାନ ହେବେ ଓ ମହାନ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಮೊಟೊ ಮಾನುಸ್ ಹೊತಾ, ಅನಿ ತೆಕಾ ಪರಮೊನ್ನತ್ ದೆವಾಚೊ ಲೆಕ್ ಮನುನ್ ಬಲ್ವುತ್ಯಾತ್.ಅನಿ ಸರ್ವೆಸ್ವರ್ ದೆವ್ ತೆಕಾ ತೆಚ್ಯಾ ಘರಾನ್ಯಾಚ್ಯಾ ದಾವಿದ್ ರಾಜಾ ಸರ್ಕೊ ರಾಜಾ ಕರ್ತಾ.