Luke 1:33 — Compare Translations

7 translations compared side by side

Odia - 1840
"ସେ ଅନନ୍ତକାଳ ପର୍ୟ୍ଯନ୍ତ ଯାକୁବବଂଶ ଉପରେ ରାଜତ୍ବ କରିବେ। ଯୀଶୁଙ୍କ ରାଜ୍ଯର କବେେ ହେଲେ ଶଷେ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯାକୁବବଂଶ ଉପରେ ଯୁଗେ ଯୁଗେ ରାଜତ୍ଵ କରବେ, ପୁଣି ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବଙ୍କ ବଂଶଧରମାନଙ୍କ ରାଜା ହେବେ; ତାଙ୍କ ରାଜ୍ୟର କେବେ ଅବସାନ ହେବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବବଂଶ ଉପରେ ରାଜତ୍ୱ କରିବେ। ଯୀଶୁଙ୍କ ରାଜ୍ୟର କେବେ ହେଲେ ଶେଷ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೊ ಜಾಕೊಬಾಚ್ಯಾ ಘರಾನ್ಯಾಚ್ಯಾ ಲೊಕಾಂಚೊ ರಾಜಾ ಹೊತಾ; ತೆಚೊ ರಾಜ್ ಕನ್ನಾಚ್ ಸರಿನಾ!” ಮನುನ್ ಸಾಂಗ್ಲ್ಯಾನ್.