Luke 1:35 — Compare Translations

7 translations compared side by side

Odia - 1840
"ସ୍ବର୍ଗଦୂତ ମରିୟମଙ୍କୁ କହିଲେ, ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହି ଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହବେେ। ସେ ପରମେଶ୍ବରଙ୍କ ପୁତ୍ରଭାବରେ ଖ୍ଯାତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ପରାତ୍ପରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ଵରଙ୍କ ପୁତ୍ର ବୋଲି ଖ୍ୟାତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗଦୂତ ଉତ୍ତର ଦେଲେ, “ପବିତ୍ର ଆତ୍ମା ତୁମ ଉପରେ ଅଧିଷ୍ଠାନ କରିବେ ଓ ଈଶ୍ୱରଙ୍କ ଶକ୍ତି ତୁମକୁ ଆବୃତ କରିବ। ଏହି ପବିତ୍ର ଶିଶୁ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହିଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହେବେ। ସେ ପରମେଶ୍ୱରଙ୍କ ପୁତ୍ରଭାବରେ ଖ୍ୟାତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ದೆವಾಚ್ಯಾ ದುತಾನ್ ಪವಿತ್ರ್ ಆತ್ಮೊ ತುಜೆ ವರ್‍ತಿ ಯೆತಾ ಅನಿ ದೆವಾಚೊ ಬಳ್ ತುಜ್ಯಾ ವಾಂಗ್ಡಾ ರ್‍ಹಾತಾ, ಹೆಚೆಸಾಟ್ನಿಚ್ ಹ್ಯಾ ಪವಿತ್ರ್ ಪೊರಾಕ್ ದೆವಾಚೊ ಲೆಕ್ ಮನುನ್ ಬಲ್ವುತ್ಯಾತ್.