Luke 1:36 — Compare Translations
7 translations compared side by side
Odia - 1840
"ତୁମ୍ଭର ସମ୍ପର୍କୀୟ ଏଲୀଶାବେଥ ମଧ୍ଯ ଗର୍ଭବତୀ ଅଛନ୍ତି। ବହୁତ ବୁଢୀ ହାଇଯୋଇଥିଲେ ମଧ୍ଯ ସେ ଏବେ ଗୋଟିଏ ପୁତ୍ରସନ୍ତାନକୁ ଜନ୍ମ ଦବେେ। ସମସ୍ତେ ଭାବୁଥିଲେ ଯେ ସେ ଏଣିକି ଆଉ ସନ୍ତାନସନ୍ତତି ପାଇବାକୁ ସମର୍ଥ ହବେନୋହିଁ। କିନ୍ତୁ ସେ ଏବେ ଛଅ ମାସର ଗର୍ଭବତୀ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି । ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଷଷ୍ଠ ମାସ ହେଲାଣି;
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମର ଆତ୍ମୀୟ ଏଲିଶାବେଥ୍ କଥା ସ୍ମରଣ କର। ତାଙ୍କୁ ବନ୍ଧ୍ୟା ବୋଲି କୁହାଯାଉଥିଲା; କିନ୍ତୁ ଅତି ବୃଦ୍ଧା ହେଲେ ସୁଦ୍ଧା ସେ ବର୍ତ୍ତମାନ ଛଅ ମାସ ହେବ ଗର୍ଭବତୀ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସମ୍ପର୍କୀୟ ଏଲୀଶାବେଥ ମଧ୍ୟ ଗର୍ଭବତୀ ଅଛନ୍ତି। ବହୁତ ବୁଢ଼ୀ ହୋଇଯାଇଥିଲେ ମଧ୍ୟ ସେ ଏବେ ଗୋଟିଏ ପୁତ୍ରସନ୍ତାନକୁ ଜନ୍ମ ଦେବେ। ସମସ୍ତେ ଭାବୁଥିଲେ ଯେ, ସେ ଏଣିକି ଆଉ ସନ୍ତାନସନ୍ତତି ପାଇବାକୁ ସମର୍ଥ ହେବେ ନାହିଁ। କିନ୍ତୁ ସେ ଏବେ ଛଅ ମାସର ଗର୍ଭବତୀ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି । ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಯಾದ್ ಥವ್ನ್ ಘೆ, ಪೊರಾ ಹೊಯ್ನ್ಯಾತ್ ಮನುನ್ ಸಾಂಗಲ್ಲಿ ತುಮ್ಚಿ ಸಮಂದಿನ್ ಎಲಿಜಾಬೆತ್ ಮ್ಹಾತಾರಿ ಹೊಲ್ಯಾರ್ಬಿ, ಅತ್ತಾ ಸಾ ಮ್ಹೈಯ್ನ್ಯಾಚಿ ಗರ್ವಾರ್ನಿ.