Luke 1:37 — Compare Translations

7 translations compared side by side

Odia - 1840
"ପରମେଶ୍ବର ସବୁ କିଛି କରି ପାରନ୍ତି। ତାହାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“କାରଣ ଈଶ୍ୱରଙ୍କ ପକ୍ଷରେ କୌଣସି ବିଷୟ ଅସମ୍ଭବ ନୁହେଁ।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସବୁକିଛି କରି ପାରନ୍ତି। ତାହାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾಚ್ಯಾ ಹಾತಿನ್ ಹೊಯ್ನಾ ಮನ್ತಲೆ ಕಾಯ್ಬಿ ನಾ, ಮನುನ್ ಸಾಂಗ್ಲ್ಯಾನ್.